ଓଡ଼ିଆ ଓଡ଼ିଆ ବାଇବେଲ Psalm Psalm 68 Psalm 68:30 Psalm 68:30 ଚିତ୍ର English

Psalm 68:30 ଚିତ୍ର

ନଳବଣର ସହେି ବନ୍ଯ ପଶୁମାନଙ୍କୁ ଦଣ୍ଡ ଦିଅ। ସହେି ଜାତିଗୁଡ଼ିକର ଷଣ୍ଢଗୁଡ଼ିକୁ ଗାଈଗୁଡ଼ିକୁ ଆଦେଶ ମାନିବାକୁ ପ୍ରସ୍ତୁତ କରାଅ। ତୁମ୍ଭେ ସହେି ଜାତିଗୁଡ଼ିକୁ ୟୁଦ୍ଧରେ ହରାଇଥିଲ। ବର୍ତ୍ତମାନ ସହେି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ। ସହେି ଜାତିମାନଙ୍କୁ ବିକ୍ଷିପ୍ତ କର, ଯେଉଁମାନେ ୟୁଦ୍ଧକୁ ଭଲ ପାଆନ୍ତି।
Click consecutive words to select a phrase. Click again to deselect.
Psalm 68:30

ନଳବଣର ସହେି ବନ୍ଯ ପଶୁମାନଙ୍କୁ ଦଣ୍ଡ ଦିଅ। ସହେି ଜାତିଗୁଡ଼ିକର ଷଣ୍ଢଗୁଡ଼ିକୁ ଓ ଗାଈଗୁଡ଼ିକୁ ଆଦେଶ ମାନିବାକୁ ପ୍ରସ୍ତୁତ କରାଅ। ତୁମ୍ଭେ ସହେି ଜାତିଗୁଡ଼ିକୁ ୟୁଦ୍ଧରେ ହରାଇଥିଲ। ବର୍ତ୍ତମାନ ସହେି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ। ସହେି ଜାତିମାନଙ୍କୁ ବିକ୍ଷିପ୍ତ କର, ଯେଉଁମାନେ ୟୁଦ୍ଧକୁ ଭଲ ପାଆନ୍ତି।

Psalm 68:30 Picture in Oriya