ଓଡ଼ିଆ ଓଡ଼ିଆ ବାଇବେଲ Revelation Revelation 19 Revelation 19:10 Revelation 19:10 ଚିତ୍ର English

Revelation 19:10 ଚିତ୍ର

ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ତୁମ୍ଭ ଖ୍ରୀଷ୍ଟ ବିଶ୍ବାସୀ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ବରଙ୍କର ଜଣେ ସବେକ ମାତ୍ର। ତେଣୁ ପରମେଶ୍ବରଙ୍କୁ ଉପାସନା କର ! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ଯ ଦେଉଛି ଭବିଷ୍ଯତ୍ ବାଣୀର ମୂଳ ଆତ୍ମା ସ୍ବରୂପ।
Click consecutive words to select a phrase. Click again to deselect.
Revelation 19:10

ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ବାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ବରଙ୍କର ଜଣେ ସବେକ ମାତ୍ର। ତେଣୁ ପରମେଶ୍ବରଙ୍କୁ ଉପାସନା କର ! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ଯ ଦେଉଛି ଭବିଷ୍ଯତ୍ ବାଣୀର ମୂଳ ଆତ୍ମା ସ୍ବରୂପ।

Revelation 19:10 Picture in Oriya