வெளிப்படுத்தின விசேஷம் 21:6
அன்றியும், அவர் என்னை நோக்கி: ஆயிற்று, நான் அல்பாவும் ஓமெகாவும், ஆதியும் அந்தமுமாயிருக்கிறேன். தாகமாயிருக்கிறவனுக்கு நான் ஜீவத்தண்ணீரூற்றில் இலவசமாய்க் கொடுப்பேன்.
Cross Reference
Psalm 3:7
ହେ ସଦାପ୍ରଭୁ, ତୁମ୍ଭେ ଉଠ! ହେ ପରମେଶ୍ବର ତୁମ୍ଭେ ଆସ ଓ ମାେତେ ରକ୍ଷା କର। ତୁମ୍ଭେ ଅତି ବଳଶାଳୀ ଅଟ। ୟଦି ତୁମ୍ଭେ ମାରେ ଶତ୍ରୁମାନଙ୍କ ଗାଲରେ ମାରିଥାନ୍ତ, ତୁମ୍ଭେ ସହେି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦଇେଥାନ୍ତ।
Proverbs 30:14
କେତକେ ଲୋକ ଅଛନ୍ତି, ସମାନଙ୍କେର ବାକ୍ଯ ଖଣ୍ଡାଧାରଠାରୁ ତୀକ୍ଷ୍ଣ। ସମାନଙ୍କେର ଦାନ୍ତ ଛୁରୀପରି ଅଟେ। ସମାନେେ ଏହାକୁ ଦରିଦ୍ର ଲୋକମାନଙ୍କୁ ଗ୍ରାସ କରିବାକୁ ବ୍ଯବହାର କରନ୍ତି।
1 Samuel 17:35
ମୁ ତା' ପଛ ରେ ଗୋଡ଼ାଇଲି ଏବଂ ତାକକ୍ସ୍ଟ ଆଘାତ କରି, ତା' ପାଟିରକ୍ସ୍ଟ ମଷେକକ୍ସ୍ଟ ଛଡାଇ ଆଣିଲି। ବନ୍ଯ ପଶକ୍ସ୍ଟଟି ମାେ ଉପରକକ୍ସ୍ଟ କକ୍ସ୍ଟଦା ମାରିଲା ମୁ ତା'ର ଦାଢି ଧରି ତାହାକକ୍ସ୍ଟ ମାରିଦଲେି।
Psalm 58:8
ଶାମୁକା ଗତି କଲା ବେଳେ ତରଳି ୟିବା ପରି ସମାନେେ ତରଳି ୟାଆନ୍ତୁ। ସୂର୍ୟ୍ଯା ଲୋକ ଦେଖି ନ ଥିବା ମୃତବସ୍ଥାରେ ଜନ୍ମଲାଭ କରିଥିବା ସନ୍ତାନ ପରି ହୁଅନ୍ତୁ।
Psalm 124:6
ସଦାପ୍ରଭୁଙ୍କର ପ୍ରଶଂସା କର। ସେ ଆମ୍ଭମାନଙ୍କୁ ସମାନଙ୍କେର ଦାନ୍ତର ଶିକାର ହବୋକୁ ନାହାନ୍ତି।
Psalm 124:3
ଆମ୍ଭମାନଙ୍କ ବିରୁଦ୍ଧରେ ସମାନଙ୍କେ କୋପ ପ୍ରଜ୍ଜ୍ବଳିତ ହବୋ ବେଳେ ସମାନେେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା'ନ୍ତେ।
வெளிப்படுத்தின விசேஷம் 21:6 in English
Tags அன்றியும் அவர் என்னை நோக்கி ஆயிற்று நான் அல்பாவும் ஓமெகாவும் ஆதியும் அந்தமுமாயிருக்கிறேன் தாகமாயிருக்கிறவனுக்கு நான் ஜீவத்தண்ணீரூற்றில் இலவசமாய்க் கொடுப்பேன்
Revelation 21:6 in Tamil Concordance Revelation 21:6 in Tamil Interlinear Revelation 21:6 in Tamil Image
Read Full Chapter : Revelation 21